Proizvod vam ne odgovara? Nema veze! Proizvode možete vratiti do 30 dana
S poklon bonom ne možete pogriješiti. Za poklon bon primatelj može odabrati bilo što iz naše ponude.
Do 30 dana za povrat
ପୃଥିବୀର ଭୂଗୋଳ ପୂରାପୂରି ଅପରିବର୍ତ୍ତିତ ରହୁନାହିଁ । କେଉଁଠି ହ୍ରଦଟି ଶୁଖି ଯାଉଛି ତ ଅନ୍ୟ କେଉଁଠି ନଦୀଟି ଗତିପଥ ପରିବର୍ତ୍ତନ କରୁଛି । ପୁରୁଣା ପାହାଡ଼ର ସବୁଜିମା ହଜିଯିବା ଏବଂ ନୂତନ ଉପତ୍ୟକା ଜନାକୀର୍ଣ୍ଣ ହେବା ଅସମ୍ଭବ ନୁହେଁ । ସମୟକ୍ରମେ ବିଶ୍ୱର ଭୂଗୋଳ ପରିବର୍ତ୍ତିତ ହେଲେ ମଧ୍ୟ ମନୁଷ୍ୟ ମନର ଭୂଗୋଳର ପରିବର୍ତ୍ତନ ଅଧିକ ଦ୍ରୁତ ଏବଂ ଅଧିକ ବିସ୍ମୟକର । ସେଥିପାଇଁ ମଣିଷ ମନର ରହସ୍ୟକୁ ବୁଝିବା ପାଇଁ ମନୋବିଜ୍ଞାନୀ ଓ ସମାଜବିଜ୍ଞାନୀ ଅଧିକ ଆହ୍ୱାନର ସମ୍ମୁଖୀନ ହୋଇଛନ୍ତି ।
ସୌଭାଗ୍ୟର ବିଷୟ ଯେ ମଣିଷର ବୌଦ୍ଧିକ ପ୍ରଗତି ଓ ସର୍ଜନଶୀଳତାର ବ୍ୟାପ୍ତି ଫଳରେ ମନର ନକ୍ସାଟିକୁ ପରିକଳ୍ପନା କରିବା ଏବଂ ସମ୍ଭାବ୍ୟ ପରିବର୍ତ୍ତନର ପୂର୍ବାନୁମାନ କରିବା ସମ୍ଭବ ହୋଇଛି । ବିଶେଷତଃ ବିକଶିତ ଜୀବନଶୈଳୀ ପାଇଁ କେଉଁଟି ଉପଯୋଗୀ ଏବଂ କେଉଁଟି ଅନୁପଯୋଗୀ, ତାହାର ଜ୍ଞାନ ସମ୍ଭାର ଉପସ୍ଥାପନ କରିଛନ୍ତି । ଆଧୁନିକ ଯୁଗରେ ସ୍ନାୟୁବିଜ୍ଞାନର ଅଭୂତପୂର୍ବ ଉନ୍ନତି ଓ ଲକ୍ଷ୍ୟ ପୂରଣରେ ଅଧିକ ସହାୟକ ହୋଇଛି । ସଦ୍ୟ ସମର୍ôଥତ ତଥ୍ୟରାଜିକୁ ଆଧାର କରି "ମନର ଭୂଗୋଳ' ପୁସ୍ତକର ପରିକଳ୍ପନା ।ଚିତ ।
Dobar dan! Ja sam Libroamiko, vaš književni savjetnik.
Kako vam mogu pomoći?